ପ୍ରେମିକା ଘରୁ ପ୍ରେମିକର ମୃତଦେହ ଉଦ୍ଧାର

ବାଲିଅନ୍ତା: ରାଜଧାନୀ ଉପକଣ୍ଠ ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର ହୋଇଛି।

Read more