ଗଞ୍ଜାମ ଜିଲ୍ଲାପାଳଙ୍କ କରୋନା ମୁକାବିଲା ସମୀକ୍ଷା, ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଦିଆଯିବ ଗୁରୁ ଦାୟିତ୍ଵ

ଖଲିକୋଟ, ୦୪।୦୧: କୋଭିଡକୁ ନେଇ ମଙ୍ଗଳବାର ରାତ୍ରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଛି |

Read more