୩ମହଲା ବିଲ୍ଡିରେ ନିଆଁ, ୬ ଜୀବନ୍ତ ଦଗ୍ଧ

ତେଲେଙ୍ଗାନା ସିକନ୍ଦରାବାଦରେ ଭୟଙ୍କର ଅଗ୍ନିକାଣ୍ଡ । ସ୍ୱପ୍ନାଲୋକ୍ କମ୍ପେ୍ଲକ୍ସର ୩ମହଲା ବିଲ୍ଡିରେ ନିଆଁ ଲାଗିଛି । ଭୟଙ୍କର ଅଗ୍ନିକାଣ୍ଡରେ ୬ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ଜଣ ଝିଅ ଓ ୨ଜଣ ପୁଅ ଥିବା ସୂଚନା ମିଳିଛି । ୬ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି । ମୃତ ବ୍ୟକ୍ତିମାନେ ହେଉଛନ୍ତି ତେଲେଙ୍ଗାନା ଅନ୍ତର୍ଗତ ୱାରାଙ୍ଗାଲ୍‌ ଓ ଖମ୍ମାମ୍‌ ଜିଲ୍ଲାବାସୀ।

Spread the love