୪୫ ଜଣଙ୍କୁ ସଚିବ, ୪୧ ଜଣକୁ ଯୁଗ୍ମ ସଚିବ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ବିଜେଡି ପକ୍ଷରୁ ଆଜି ବିଭିନ୍ନ କ୍ଷେତ୍ର ପାଇଁ ୪୫ ଜଣ ସଚିବ ଓ ୪୧ ଜଣଙ୍କୁ ଯୁଗ୍ମ ସଚିବ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଦଳୀୟ କର୍ମକର୍ତ୍ତାମାନଙ୍କୁ ନିଯୁକ୍ତ କରିଛନ୍ତି ।

 କାହାକୁ କେଉଁ ଦାୟିତ୍ୱ ନିମ୍ନ ରେ ବିସ୍ତାର ଭାବେ ଦିଆଯାଇଛି…

* କିଶୋର ତରାଇ ଓ ସଂଘମିତ୍ରା ଦଳେଇ ଅନୁସୂଚୀତ ଜାତି ବିକାଶ ଦାୟିତ୍ୱ ଦିଆଯାଇଛି ।

* ଅନୁଭବ ପଟ୍ଟନାୟକ,କେ.ଶାନ୍ତି ଓ ବିଷ୍ଣପ୍ରିୟା ଦାସଙ୍କୁ ନାରୀ ସଶକ୍ତିକରଣ ଦାୟିତ୍ୱ ପ୍ରଦାନ କରାଯାଇଛି ।

* ଅମରେଶ ପତ୍ରି ଓ ରଂଜିତ ମହାପାତ୍ରଙ୍କୁ ଯୁବ ବ୍ୟାପାର ଦାୟିତ୍ୱ ଦିଆଯାଇଛି ।

* ଅମରଜିତ ସେନାପତି, ବିଶ୍ୱଜିତ ସାମନ୍ତରାୟ ଓ ମନ୍ଦିକିନି କରଙ୍କୁ ଛାତ୍ର ବ୍ୟାପାର ଦାୟିତ୍ୱ ପ୍ରଦାନ କରାଯାଇଛି ।

* ଚିନ୍ମୟ ସାହୁ, ଅମରେଶ ଜେନା, ସୌଭାଗ୍ୟ ନାୟକ, ସୁବ୍ରମଣ୍ୟମ ମହାନ୍ତି, ସୁବାଷ ମହାରଣା ଓ ଶୈଳେଶ ଦାନିଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଦିଆଯାଇଛି ।

* ରବିନାରାୟଣ ନନ୍ଦ, ସଂଗ୍ରାମ କେଶରୀ ପାଇକରାୟ, ଶଶୀ ସାହୁ, ପ୍ରୟାସକାନ୍ତି ସାମଲ, ମରୁତ ପାଲଙ୍କୁ କଳା ,ସଂସ୍କୃତି ଓ ମାନବ ସମ୍ବଳ ଦାୟିତ୍ୱ ଦିଆଯାଇଛି ।

* ଶେଖ ନିଜାମୁଦ୍ଦିନ ଓ ମହମ୍ମଦ ଡବ୍ଲୁ. ସକିଲଙ୍କୁ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ପ୍ରଦାନ କରାଯାଇଛି ।

* ଭୁବନେଶ୍ୱର କିଷାନ, ଭାରତୀ ସିଂ ଓ କୃଷ୍ଣଚନ୍ଦ୍ର ଦାସଙ୍କୁ ଆଦିବାସୀ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ଦିଆଯାଇଛି ।

* ସୁଭାଷ ପାତ୍ର, ଦୁର୍ଗା ସାମନ୍ତରାୟ, ଅଜୟ ନାୟକ,ଶିଶିର ପାତ୍ର,ମୀରା ପରିଡ଼ାଙ୍କୁ ଓଡ଼ିଶା ମୋ ପରିବାର ଦାୟିତ୍ୱ ପ୍ରଦାନ କରାଯାଇଛି ।

* ପୁଷ୍ପେନ୍ଦ୍ର ସିଂ ଦେଓ, ସରୋଜ କରଣ ଓ ଟି. ପ୍ରସାଦ ରାଓ ଦୋରାଙ୍କୁ ସାମାଜିକ କଲ୍ୟାଣ ଦାୟିତ୍ୱ ଦିଆଯାଇଛି ।

* ସ୍ୱାଧୀନ ନାୟକ, କୁନା ବିହାରି ଦାସ,ସନ୍ତୋଷ ପଟ୍ଟନାୟକ ଓ ହର୍ଷ ବର୍ଦ୍ଧନ ସିଂଦେଓ, ରଂଜିତ ସାହୁଙ୍କୁ ଆଞ୍ଚଳିକ ବିକାଶ ଦାୟିତ୍ୱ ପ୍ରଦାନ କରାଯାଇଛି ।

* ଉତ୍ତର ପାତ୍ର,ତପନ ଦାସ, କୃଷ୍ଣ ପଣ୍ଡା,ତ୍ରିନା ଗୋଏଲ ଓ ଚନ୍ଦ୍ରକାନ୍ତା ସାମଲଙ୍କୁ ପରିବେଶ ଦାୟିତ୍ୱ ଦିଆଯାଇଛି ।

ଅନ୍ୟପକ୍ଷରେ ଦଳ ପକ୍ଷରୁ ମୋଟ ୪୧ ଜଣଙ୍କୁ ବିଭିନ୍ନ କ୍ଷେତ୍ରରେ ଯୁଗ୍ମ ସଚିବ ଦାୟିତ୍ୱ ଦିଆଯାଇଛି । ଏହି ସଦସ୍ୟମାନେ ହେଲେ ସଂଜୟ ସାହୁ,ସଂଜିତ ମହାନ୍ତି,ଏମ.ଧନଞ୍ଜୟ ରେଡ୍ଡୀ, ସନ୍ତୋଷ ବେଜ,ସମୀର ପ୍ରଧାନ, ଦେବାଶୀଷ ସିଟ,ଜ୍ୟୋତି ରଂଜନ ଜେନା, ପୃଥୀରାଜ ସାହୁ,ପ୍ରକାଶ ଡାଙ୍ଗ, ଦେଜାଲିନ ମହାପାତ୍ର,ସ୍ୱରାଜ ଲକ୍ଷ୍ମୀ ସାମଲ, ରେଜଓ୍ଵାନ ବେଗମ, ସଂଘମିତ୍ରା ଜେନା, ସବିତା ମହାପାତ୍ର, ସବିତା ପ୍ରଧାନ, ଜାହିର ଖାଁ, ପ୍ରଦୀପ ବିଶୋଇ, ଚକ୍ରଧର ହେମ୍ବମ, ଧର୍ମେନ୍ଦ୍ର ଅଧିକାରୀ, ଦିଲିପ ଧୁରିଆ, ଅବନୀ ରଂଜନ ଜୋଷୀ, ରାକେଶ ରାମ, କୈଳାଶ ରାଣା, ପ୍ରଶାନ୍ତ ନାୟକ, ଅଶୋକ ସାହୁ, ଜଗନ୍ନାଥ ଦାସ, ହରିଶଙ୍କର ରାଉତ,ତୁମ୍ବନାଥ ପଣ୍ଡା,ହିମାଂଶୁ ଦାସ, ସତ୍ୟ ରଂଜନ ଦାସ, ରାଜକମଲ ଜେନା, ଜ୍ଞାନଗିରି ଗୋସ୍ୱାମୀ, ପୁଲକ ମହାନ୍ତି, ରାକେଶ ପଣ୍ଡା, ଗତିକୃଷ୍ଣ ନନ୍ଦ, ତନ୍ମୟ ସ୍ୱାଇଁ, କିଶୋର ନାୟକ, ରଂଜିତ ରାୟ, ରାଜେଶ ପଣ୍ଡା, ରୁଦ୍ର ସାମନ୍ତରାୟ ଓ ଦିପ୍ତିକାନ୍ତ ପରିଜା ।

Spread the love