ରାଜ୍ୟରେ ଆଉ ୩୬୪୫ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୨୧୫୧ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୯୪ଟି ହେଉଛି ଲୋକାଲ୍ କେସ୍।ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର। ଏଠାରୁ ୫୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଥିବା ବେଳେ ୧,୨୨,୦୨୪ ଜଣ ସୁସ୍ଥ ହୋଇସାରିଲେଣି। ୩୫,୯୨୮ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୬୪୫ରେ ପହଞ୍ଚିଛି।
Post Views: 129