ରାଜ୍ୟରେ ୩,୭୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ   ୩,୭୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୫୮୬ ହେଉଛି ଲୋକାଲ୍ କେସ୍‌।

 

Spread the love