ରାଜ୍ୟରେ ଚିହ୍ନଟ ହେଲେ ୭୭୮ କରୋନା ସଂକ୍ରମିତ

ଭୁବନେଶ୍ୱର, ୨୧/୧୧: ଗତ ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୩୨୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

 

Spread the love