ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ  :  ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଲ୍ୟାପଣ ଦେଇ  ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।ଏହା ସମେତ ଅନ୍ୟ ନେତାମାନେ ବାଜପେୟୀଙ୍କ ସମାଧିରେ ମଧ୍ୟ ମାଲ୍ୟାପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।

Spread the love