ଗିରଫ ହେଲେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ

ଗିରଫ ହେଲେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ନିଜ ଆୟ ଠାରୁ ୧୬୭% ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ୧କୋଟି ୪୬ ଲକ୍ଷ ଟଙ୍କାର ବ୍ୟାଙ୍କ ଓ ଇନ୍ସୁରାନ୍ସ ଜମା। ଗୋଟିଏ ତିନି ମହଲା ଘର, ଗୋଟିଏ ଫ୍ଲାଟ, ଗୋଟିଏ କାର ଓ ନଗଦ ୫୪ ହଜାର ଟଙ୍କା ଠାବ କରିଛି ଭିଜିଲାନ୍ସ।

Spread the love