୮ରୁ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର ୧୫/୧୦: ଆସୁଛି ଆଉ ଏକ ଲଘୁଚାପ ବଳୟ ।୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘନିଭୂତ ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୦ ତାରିଖରେ ଏହା ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।

Spread the love